ଅନ୍ତର୍ଜାତୀୟ

ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି

ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ ପାଦ୍ରିଙ୍କ ସହ ଛୁରାମାଡ଼ ଘଟଣାର ଭିଡିଓ ହଟାଇ ନ ଥିବାରୁ ଆଲବାନ ମସ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି।

କିଛି ଦିନ ପୂର୍ବରୁ ଅଷ୍ଟ୍ରେଲିଆର ସିଡନୀରେ ଥିବା ଏକ ଚର୍ଚ୍ଚରେ ଏକ ଛୁରାମାଡ଼ ଘଟଣା ଘଟିଥିଲା।

Related Articles

Back to top button