ଓଡ଼ିଶା

ଓଡ଼ିଶା ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜେପି

ଓଡ଼ିଶା ପାଇଁ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜେପି । ଉଭୟ ଲୋକସଭା ଓ ବିଧାନସଭା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ଭାରତୀୟ ଜନତା ପାର୍ଟି ।

ଏହି ତାଲିକାର ପ୍ରଥମରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଅନ୍ୟମାନଙ୍କ ମଧ୍ୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ସାମିଲ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com