ଓଡ଼ିଶା

ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛନ୍ତି ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ

ବାରମ୍ବାର ଆଚରଣ ବିଧି ଉଲ୍ଲଂଘନ କରୁଛନ୍ତି ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ପିଲାଙ୍କୁ ନିର୍ବାଚନ ପ୍ରଚାରରେ ବ୍ଯବହାର କରୁଛନ୍ତି।

ବହୁବାର ଅଭିଯୋଗ ପରେ ବି ଅପରାଜିତା ତାଙ୍କ ଅଭ୍ୟାସ ବଦଳାଉ ନାହାନ୍ତି। ଏନେଇ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହୋଇଛି ବିଜେଡି । କିଛିଦିନ ତଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରେ ଅପରାଜିତା ପ୍ରଚାର କରିବା ବେଳେ ଛୋଟପିଲାଙ୍କ ବେକରେ ବିଜେପି ଉତ୍ତରୀୟ ପକାଇ ବୁଲାଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com