ଓଡ଼ିଶା

ଓଡ଼ିଶାରେ ଦେଖାଦେବ କାଳବୈଶାଖୀର ପ୍ରଭାବ

ଓଡ଼ିଶାରେ ଦେଖାଦେବ କାଳବୈଶାଖୀର ପ୍ରଭାବ । ଏହା ବିଶେଷ କରି ରାଜ୍ୟର ପଶ୍ଚମ ଓ ଦକ୍ଷିଣ ପଟେ ହେବାର ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏ ନେଇ ରାଜ୍ୟର ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଏବଂ ଘଡଘଡି ଆଶଙ୍କା ଥିବାରୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com