ଅନ୍ତର୍ଜାତୀୟ

ହଂକଂ ଓ ସିଙ୍ଗାପୁରରେ ଭାରତୀୟ କମ୍ପାନି ଏମ୍‌ଡିଏଚ୍‌ ପ୍ରାଇଭେଟ୍‌ ଲିମିଟେଡ ଓ ଏଭେରେଷ୍ଟ ଫୁଡ୍‌ ପ୍ରଡକ୍ଟସ ଲିମିଟେଡର ସମଲା ଉପରେ ପ୍ରତିବନ୍ଧକ ଲାଗୁ କରାଯାଇଛି

ହଂକଂ ଓ ସିଙ୍ଗାପୁରରେ ଭାରତୀୟ କମ୍ପାନି ଏମ୍‌ଡିଏଚ୍‌ ପ୍ରାଇଭେଟ୍‌ ଲିମିଟେଡ ଓ ଏଭେରେଷ୍ଟ ଫୁଡ୍‌ ପ୍ରଡକ୍ଟସ ଲିମିଟେଡର ସମଲା ଉପରେ ପ୍ରତିବନ୍ଧକ ଲାଗୁ କରାଯାଇଛି।

ଏହି ଘଟଣା ସାମ୍ନାକୁ ଆସିବା ପରେ ଭାରତ ସରକାର ଏମ୍‌ଡିଏଚ୍‌ ପ୍ରାଇଭେଟ୍‌ ଲିମିଟେଡ ଓ ଏଭେରେଷ୍ଟ ଫୁଡ୍‌ ପ୍ରଡକ୍ଟସ ଲିମିଟେଡର ମମାଲାଗୁଡିକୁ ନେଇ ଫୁଡ୍‌ କମିଶନରଙ୍କୁ ଆଲର୍ଟ କରିବା ସହିତ ଏହାର ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛି।

Related Articles

Back to top button