ଜାତୀୟ
ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି

ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନକୁ ଭୟଙ୍କର ଭାବେ ପ୍ରଭାବିତ କରୁଛି।
ବହୁ ଦଶନ୍ଧିର ଉପଗ୍ରହ ଚିତ୍ର ଅନୁଧ୍ୟାନରୁ କରାଯାଇଥିବା ନୂଆ ଗବେଷଣା ଅନୁଯାୟୀ ହିମାଳୟର ଗ୍ଲେସିୟର ବିପଜ୍ଜନକ ହାରରେ ତରଳୁଥିବା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ କହିଛି।