ଜାତୀୟ

ରେଳ ବିଭାଗର ବଡ଼ ଘୋଷଣା

ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ।

ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର ସରକାର । ଏନେଇ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଗାମୀ ୫ ବର୍ଷରେ ଭିତରେ ସରକାର ଏପରି ବ୍ୟବସ୍ଥା କରିଛନ୍ତି ଯେଉଁଥିରେ, ଯାତ୍ରୀ ଆବେଦନ କରିବା କ୍ଷଣି କନଫର୍ମ ଟିକେଟ ପାଇ ପାରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com