ମନୋରଞ୍ଜନ

ବଲିଉଡର ଡ୍ରାମା କୁଇନ୍ ରାଖି ସାୱନ୍ତଙ୍କ ସମସ୍ୟା ବଢ଼ିବାରେ ଲାଗିଛି

ବଲିଉଡର ଡ୍ରାମା କୁଇନ୍ ରାଖି ସାୱନ୍ତଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ସୁପ୍ରିମକୋର୍ଟ ରାଖିଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିବା ସହ ଆତ୍ମସମର୍ପଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ରାଖି କେଉଁ ପଦକ୍ଷେପ ନେବେ ତା’ ଉପରେ ସମସ୍ତଙ୍କ ନଜର ରହିଛି। ଏମଧ୍ୟରେ ରାଖିଙ୍କ ପୂର୍ବତନ ସ୍ୱାମୀ ଆଦିଲ ଖାନ୍ ଦୁରାନୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ମୁଁ ଭାବୁଛି ସେ ଆତ୍ମସମର୍ପଣ କରିବା ଉଚିତ୍। ଗିରଫ ହେବା ଆଶଙ୍କା କରି ରାଖି ଦୁବାଇ ପଳାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com