ଓଡ଼ିଶା

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ।

ଚନ୍ଦାକା ଅଞ୍ଚଳରେ ଏକ ତେଜରାତି ଦୋକାନରେ ନିଆଁ ଲଗାଇବା ଅଭିଯୋଗରେ କମିଶନରେଟ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।ଅଭିଯୁକ୍ତ ଜଣକ ଚନ୍ଦକା ଥାନା ଅନ୍ତର୍ଗତ ମଧୁପୁରର କୃଷ୍ଣ ଚନ୍ଦ୍ର ସ୍ବାଇଁଙ୍କ ପୁଅ ସଦାଶିବ ସ୍ବାଇଁ ବୋଲି ଜଣାପଡିଛି।

Related Articles

Back to top button
WP Twitter Auto Publish Powered By : XYZScripts.com