ଓଡ଼ିଶା

ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ

ଆଗାମୀ ତିନି ଦିନ ପ୍ରବଳ ହିଟ୍ ୱେଭ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।୨୬ ତାରିଖରେ ହିଟୱେଭ୍ ନେଇ ୨୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

ପୁରୀ, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୭ ଏବଂ ୨୮ ତାରିଖରେ ପ୍ରବଳ ହିଟୱେଭର ସମ୍ଭାବନା ରହିଛି । ୨୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com