ଜାତୀୟ

ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

ଆଜି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ବିଜେପିର ବିଧିବଦ୍ଧ ଭାବେ ପ୍ରଚାର ବିଗୁଲ ଫୁଙ୍ଖିବେ। ଅପରାହ୍ଣ ସାଢ଼େ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ ଶାହ।

ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିବେ। ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଅମିତ ଶାହଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଉଚ୍ଚପଦସ୍ଥ ପୁଲିସ୍ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି।

Related Articles

Back to top button