ମନୋରଞ୍ଜନ

ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ

ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍‌ କରୁଥିଲେ।

କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା। ହେଲେ ଅଭିନେତ୍ରୀ ଏହାକୁ ମିଥ୍ୟା ବୋଲି କହିଥିଲେ। ଏସବୁ ମଧ୍ୟରେ ଉଭୟଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶାନ୍ତନୁ-ଶ୍ରୁତିଙ୍କ ମଧ୍ୟରେ ସବୁକିଛି ଠିକ୍‌ ଚାଲିନାହିଁ। ଦୁହିଁଙ୍କ ବ୍ରେକ୍‌ଅପ୍‌ ହୋଇଥିବା କୁହାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com