ଓଡ଼ିଶା

ପ୍ରବଳ ଗ୍ରୀଷ୍ମ ପ୍ରବାହ ତଥା ଏନେଇ ସୃଷ୍ଟି ହେଉଥିବା ସମ୍ଭାବ୍ୟ ଆପତ୍ତକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ଏମ୍ସ ଭୁବନେଶ୍ୱର ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ବିଶେଷ ସହାୟକ ହେବ

ପ୍ରବଳ ଗ୍ରୀଷ୍ମ ପ୍ରବାହ ତଥା ଏନେଇ ସୃଷ୍ଟି ହେଉଥିବା ସମ୍ଭାବ୍ୟ ଆପତ୍ତକାଳୀନ ପରିସ୍ଥିତିର ମୁକାବିଲା ନିମନ୍ତେ ଏମ୍ସ ଭୁବନେଶ୍ୱର ସ୍ବତନ୍ତ୍ର ହିଟ୍‌ ଷ୍ଟ୍ରୋକ୍‌ ୟୁନିଟ୍‌ ବିଶେଷ ସହାୟକ ହେବା ନେଇ ଆଶାବ୍ୟକ୍ତ କରିଛନ୍ତି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ।

ଆବଶ୍ୟକୀୟ ଚିକିତ୍ସା ସୁବିଧା ସହିତ ବିଭିନ୍ନ ବିଭାଗର ଡାକ୍ତରଙ୍କ ପକ୍ଷରୁ ଏହି ୟୁନିଟ୍‌ରେ ସେବା ପ୍ରଦାନ କରାଯିବ ବୋଲି ଡ. ବିଶ୍ବାସ ପ୍ରକାଶ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com