ମନୋରଞ୍ଜନ
ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର
ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି।
ପ୍ରଥମ ଥର ପାଇଁ ଦୁଇଟି ଓଡ଼ିଆ ସିନେମା ଏହି ଫେଷ୍ଟିଭାଲ ନିମନ୍ତେ ମନୋନୀତ ହୋଇଥିବାରୁ ସବୁଠି ଖୁସିର ଲହରି ଖେଳିଯାଇଛି।