ମନୋରଞ୍ଜନ

ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର

ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି।

ପ୍ରଥମ ଥର ପାଇଁ ଦୁଇଟି ଓଡ଼ିଆ ସିନେମା ଏହି ଫେଷ୍ଟିଭାଲ ନିମନ୍ତେ ମନୋନୀତ ହୋଇଥିବାରୁ ସବୁଠି ଖୁସିର ଲହରି ଖେଳିଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com