କ୍ରୀଡ଼ା

ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି

ଟି -୨୦ ବିଶ୍ୱକପ ୨୦୨୪ପୂର୍ବରୁ ପାକିସ୍ତାନ ଦଳ ତା’ର କୋଚ ବଦଳାଇଛି । ହ୍ବାଇଟ ବଲ ଫର୍ମାଟରେ ଗ୍ୟାରି କ୍ରିର୍ଷ୍ଟେନ ପାକିସ୍ତାନ ଦଳର ନୂତନ କୋଚ ନିଯୁକ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ, ଗ୍ୟାରି କ୍ରିର୍ଷ୍ଟେନଙ୍କ ନେତୃତ୍ୱରେ ଭାରତ ୨୮ ବର୍ଷ ପରେ ୨୦୧୧ ଓ୍ବାନଡେ ବିଶ୍ୱକପ ଜିତିଥିଲା । ଏଥି ସହିତ ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ ବୋଲର ଜେସନ ଗିଲସେପିଙ୍କୁ ଟେଷ୍ଟ ଦଳର ମୁଖ୍ୟ ପ୍ରଶିକ୍ଷକ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com