ଓଡ଼ିଶା

ସାଲେପୁର କୁଳିଆ ପଡିଆରେ ଆୟୋଜିତ ସମାବେସରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି

ସାଲେପୁର କୁଳିଆ ପଡିଆରେ ଆୟୋଜିତ ସମାବେସରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବଡ଼ ପ୍ରତିଶ୍ରୁତି । କ୍ଷମତାକୁ ଆସିଲେ ପୂରଣ କରିବେ ୫ ଗ୍ୟାରେଣ୍ଟି ।

ରାହୁଲ କହିଛନ୍ତି- କଂଗ୍ରେସ କ୍ଷମତାକୁ ଆସିଲେ ମାସକୁ ମହିଳାଙ୍କୁ ମିଳିବ ୨ ହଜାର ଟଙ୍କା। ବେକାରୀଙ୍କ ଆକାଉଣ୍ଟକୁ ଯିବ ୩ ହଜାର। ସେହିପରି କୃଷକଙ୍କ ଆକାଉଣ୍ଟକୁ ଯିବ ମାସିକ ୩ ହଜାର ଟଙ୍କା।

Related Articles

Back to top button
WP Twitter Auto Publish Powered By : XYZScripts.com