ଅନ୍ତର୍ଜାତୀୟ

୨୦୩୦ ସୁଦ୍ଧା ଚୀନ୍ ଏବଂ ଆମେରିକା ପରେ ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଇ-ବାଣିଜ୍ୟ ବଜାରରେ ପରିଣତ ହେବ ଏବଂ ଡିଜିଟାଲ ଅର୍ଥନୀତିର ଆକାର ୮,୦୦୦ କୋଟି ଡଲାରକୁ ବୃଦ୍ଧି ପାଇବ

୨୦୩୦ ସୁଦ୍ଧା ଚୀନ୍ ଏବଂ ଆମେରିକା ପରେ ଭାରତ ବିଶ୍ୱର ତୃତୀୟ ବୃହତ୍ତମ ଇ-ବାଣିଜ୍ୟ ବଜାରରେ ପରିଣତ ହେବ ଏବଂ ଡିଜିଟାଲ ଅର୍ଥନୀତିର ଆକାର ୮,୦୦୦ କୋଟି ଡଲାରକୁ ବୃଦ୍ଧି ପାଇବ।

ଏଥି ସହିତ ଚଳିତ ବର୍ଷ ଭାରତର ଇ-ବାଣିଜ୍ୟ ବଜାର ପ୍ରାୟ ୩,୨୫୦ କୋଟି ଡଲାରକୁ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com