ଜାତୀୟ

ଦେଶ ଛାଡ଼ି ପଳାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡାଙ୍କ ନାତି ତଥା ଜନତା ଦଳ ସାଂସଦ ପ୍ରଜ୍ୱଳ ରେଭାନ୍ନା

ଦେଶ ଛାଡ଼ି ପଳାଇଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡାଙ୍କ ନାତି ତଥା ଜନତା ଦଳ ସାଂସଦ ପ୍ରଜ୍ୱଳ ରେଭାନ୍ନା।

ତାଙ୍କ ଅଶ୍ଳୀଳ ଭିଡିଓ କ୍ଲିପ୍ ମାମଲାର ତଦନ୍ତ ପାଇଁ କର୍ଣ୍ଣାଟକ ସରକାର ଏସଆଇଟି ଗଠନ କରିବାକୁ ନିଷ୍ପତ୍ତି ନିର୍ଦ୍ଦେଶ ଦେବାର ଦିନକ ପରେ ସେ ଦେଶ ଛାଡି ପଳାୟନ କରିଛନ୍ତି।

ସେ ବେଙ୍ଗାଲୁରୁରୁ ଜର୍ମାନୀର ଫ୍ରାଙ୍କଫର୍ଟ ଅଭିମୁଖେ ଯାତ୍ରା କରିଥିବା ସୂଚନା ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com