ସ୍ୱାସ୍ଥ୍ୟ

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ଦିଆଯିବ ଆଇଏଫଏ ବଟିକା ।

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ଦିଆଯିବ ଆଇଏଫଏ ବଟିକା ।

ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟତ୍ରୀ ଏହି ଆଇରନ୍ ଓ ଫଲିକ୍ ଏସିଡ୍ ବଟିକା ବଣ୍ଟନ କରିବେ ।

ଏହା ବିଦ୍ୟାଳୟ ଖୋଲିବା ପୂର୍ବରୁ ବଣ୍ଟନ କରିବା ଲାଗି ଲକ୍ଷ୍ୟ ରଖାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com