ଓଡ଼ିଶା
ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ରାଜ୍ୟର ୩ଟି ଜିଲ୍ଲାରେ ଖୋଲିବ ଲୋକନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର
ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ରାଜ୍ୟର ୩ଟି ଜିଲ୍ଲାରେ ଖୋଲିବ ଲୋକନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର। ଏଥିପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ।
ଏହାଦ୍ୱାରା ଜିଲ୍ଲାର ୩୦ଜଣ କଳାକାର ବର୍ଷତମାମ ପ୍ରଶିକ୍ଷଣ ପାଇବେ। ୨ଜଣ ଦକ୍ଷ ଗୁରୁ ସେମାନଙ୍କୁ ପ୍ରଶିକ୍ଷଣ ଦେବେ।