ଓଡ଼ିଶା

ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ରାଜ୍ୟର ୩ଟି ଜିଲ୍ଲାରେ ଖୋଲିବ ଲୋକନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର

ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ରାଜ୍ୟର ୩ଟି ଜିଲ୍ଲାରେ ଖୋଲିବ ଲୋକନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର। ଏଥିପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ।

ଏହାଦ୍ୱାରା ଜିଲ୍ଲାର ୩୦ଜଣ କଳାକାର ବର୍ଷତମାମ ପ୍ରଶିକ୍ଷଣ ପାଇବେ। ୨ଜଣ ଦକ୍ଷ ଗୁରୁ ସେମାନଙ୍କୁ ପ୍ରଶିକ୍ଷଣ ଦେବେ।

Related Articles

Back to top button
WP Twitter Auto Publish Powered By : XYZScripts.com