ଜାତୀୟ

ବନ୍ଦେ ଭାରତ ମେଟ୍ରୋ ଟ୍ରେନକୁ ନେଇ ଭାରତୀୟ ରେଳବାଇ ଯାତ୍ରୀଙ୍କ ପାଇଁ ଏକ ଖୁସି ଖବର ଆଣିଛି

ବନ୍ଦେ ଭାରତ ମେଟ୍ରୋ ଟ୍ରେନକୁ ନେଇ ଭାରତୀୟ ରେଳବାଇ ଯାତ୍ରୀଙ୍କ ପାଇଁ ଏକ ଖୁସି ଖବର ଆଣିଛି । ଭାରତରେ ସେମି ହାଇ ସ୍ପିଡ୍ ବନ୍ଦେ ଭାରତ ଟ୍ରେନର ସଫଳତା ପରେ ଅଳ୍ପ ଦୂରତାର ବନ୍ଦେ ଭାରତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଯୋଜନା ଆରମ୍ଭ କରୁଛି ।

ଆସନ୍ତା ଜୁଲାଇରେ ଏହାର ଟ୍ରାଏଲ ରନ୍ ଆରମ୍ଭ ହେବା ନେଇ ଚର୍ଚ୍ଚା ହେଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com