ମନୋରଞ୍ଜନ

ସୀତାବିବାହରୁ ଆରମ୍ଭ ହୋଇଥିଲା ଓଡ଼ିଆ ସିନେମାର ସ୍ୱର୍ଣ୍ଣିମ ଇତିହାସ

ଓଡ଼ିଆ ସିନେମାର ଇତିହାସ ବେଶ୍‌ ରୁଦ୍ଧିମନ୍ତ। ୮୮ ବର୍ଷରେ ପାଦ ଥାପିଲା ଓଡ଼ିଆ ସିନେମା । ସୀତାବିବାହରୁ ଆରମ୍ଭ ହୋଇଥିଲା ଓଡ଼ିଆ ସିନେମାର ସ୍ୱର୍ଣ୍ଣିମ ଇତିହାସ।

୧୯୩୬ ମସିହା ଆଜିର ଦିନରେ ପ୍ରଥମ ଓଡ଼ିଆ ନୂଆ ଚଳଚ୍ଚିତ୍ର ‘ସୀତା ବିବାହ’ ପୁରୀର ଲକ୍ଷ୍ମୀ ଟକିଜରେ ମୁକ୍ତିଲାଭ କରିଥିଲା । ୧୯୩୬ ମସିହାରେ ରିଲିଜ ହୋଇଥିବା ଏହି ପ୍ରଥମ ଓଡ଼ିଆ ଚଳଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ମୋହନ ସୁନ୍ଦର ଦେବ ଗୋସ୍ବାମୀ।

Related Articles

Back to top button
WP Twitter Auto Publish Powered By : XYZScripts.com