ଓଡ଼ିଶା

ସମଗ୍ର ଓଡ଼ିଶା ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ

ଆକାଶରୁ ବର୍ଷୁଛି ନିଆଁ, ଅସହ୍ୟ ତାତିରୁ ନିସ୍ତାର ନାହିଁ । ମୁଣ୍ଡଫଟା ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି ।

ସମଗ୍ର ଓଡ଼ିଶା ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବେଳେ ଏଭଳି ସ୍ଥିତି ଆହୁରି ୪-୫ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Related Articles

Back to top button
WP Twitter Auto Publish Powered By : XYZScripts.com