ଜାତୀୟ

ଦେଶରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ଭାରତର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି

ଦେଶରେ ବାର୍ଡ ଫ୍ଲୁ ବ୍ୟାପୁଥିବା ବେଳେ ଭାରତର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ଅନ୍ୟ ଅସୁସ୍ଥତା ଥିବା ଛୋଟ ପିଲା ଓ ବୟସ୍କ ବ୍ୟକ୍ତି ଏହି ସିଜନାଲ ଫ୍ଲୁରେ ଆକ୍ରାନ୍ତ ହେବାର ଅଧିକ ସମ୍ଭାବନା ରହିଛି ।

ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଦେଶରେ ସିଜନାଲ ଉନଫ୍ଲୁଏଞ୍ଜା ଓ ବାର୍ଡ ଫ୍ଲୁ ସ୍ଥିତିକୁ ନେଇ ତୀକ୍ଷ୍ଣ ନଜର ରଖାଯାଇଛି । ଭୟ କରିବାର କିଛି କାରଣ ନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com