ଜାତୀୟ
ଜେଲ୍ରୁ ଜାମିନରେ ବାହାରକୁ ଆସିବା ପରେ ଆମ୍ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ ବିଜେପି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଜୋରଦାର ବର୍ଷିଛନ୍ତି
ଜେଲ୍ରୁ ଜାମିନରେ ବାହାରକୁ ଆସିବା ପରେ ଆମ୍ ଆଦମୀ ପାର୍ଟି ସୁପ୍ରିମୋ ଅରବିନ୍ଦ କେଜ୍ରିଓ୍ୱାଲ ବିଜେପି ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଜୋରଦାର ବର୍ଷିଛନ୍ତି।
ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ପାର୍ଟି ଅଫିସରେ ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ସେ କଡା ଟାର୍ଗେଟ କରିଛନ୍ତି। ଆଗାମୀ ପ୍ରଧାନମନ୍ତ୍ରୀ କିଏ ହେବ ବୋଲି ସେ ମୋଦିଙ୍କୁ ପ୍ରଶ୍ନ କରିଛନ୍ତି। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋଦ୍ ଏକ ନିୟମ କରିଥିଲେ। ଯେଉଁମାନଙ୍କ ବୟସ ୭୫ ବର୍ଷ ହୋଇଯିବ ସେମାନଙ୍କୁ ଅବସର ଦେଇ ଦିଆଯିବ।