ଅନ୍ତର୍ଜାତୀୟ

ଏକ ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି

ଏକ ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି।

କେନିଆର ରାଷ୍ଟ୍ରପତି ୱିଲିୟମ ରୁଟୋ ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ୱିଲିୟମ ରୁଟୋ କହିଛନ୍ତି ଯେ କେନିଆର ପ୍ରତିରକ୍ଷା ମୁଖ୍ୟ ତଥା ଅନ୍ୟ ୯ ଜଣ ବରିଷ୍ଠ ଅଧିକାରୀ ସାମରିକ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।

Related Articles

Back to top button