ରାଜନୀତି
ରାଜ୍ୟର ଆସନ୍ତା ସୋମବାର ଦିନ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଗ୍ରହଣ ପାଇଁ ପ୍ରଚାର କାର୍ଯ୍ୟ ଶନିବାର ଅପରାହ୍ନ ୫ଟାରେ ଶେଷ ହୋଇଛି
ରାଜ୍ୟର ଆସନ୍ତା ସୋମବାର ଦିନ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଗ୍ରହଣ ପାଇଁ ପ୍ରଚାର କାର୍ଯ୍ୟ ଶନିବାର ଅପରାହ୍ନ ୫ଟାରେ ଶେଷ ହୋଇଛି।
ଏହି ପର୍ଯ୍ୟାୟରେ ୪ଟି ଲୋକ ସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ଗ୍ରହଣ ଅନୁଷ୍ଠିତ ହେବ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଏବଂ କୋରାପୁଟ୍ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଏବଂ ୭ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।