ଓଡ଼ିଶା

ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ

ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ।

ଏନେଇ ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ସେହିପରି ମଙ୍ଗଳବାର ଜୟରାମ ରମେଶ ଭୁବନେଶ୍ବରରେ ପ୍ରେସମିଟ୍‌ କରିବେ।

Related Articles

Back to top button