ଓଡ଼ିଶାରାଜନୀତି

କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇନାହାନ୍ତି

କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇନାହାନ୍ତି। ଏଣୁ ତାଙ୍କୁ ଗିରଫ କରାଯିବାର ସମ୍ଭାବନା ରହିଛି।

ଆଗରୁ ବ୍ୟକ୍ତିଗତ କାରଣ ଦର୍ଶାଇ ଓକିଲଙ୍କ ଜରିଆରେ ସେ କୋର୍ଟଙ୍କୁ ସମୟ ମାଗିଥିଲେ। ମାତ୍ର ପୁଣି ସମୟ ମାଗିବାରୁ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଛନ୍ତି। ଅନୁଭବଙ୍କ ନାଁରେ ଜାରି ହୋଇଛି ଜାମିନବିହୀନ ଗିରଫ ପରୱାନା।

Related Articles

Back to top button
WP Twitter Auto Publish Powered By : XYZScripts.com