ଜାତୀୟରାଜନୀତି

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି

ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେପି। ପର୍ଶୁରାମ ଧଡ୍ଡାଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ସୋର ବିଧାନସଭା ପାଇଁ ରାଜୁ ଦାସଙ୍କୁ ପ୍ରାର୍ଥୀ କରିଥିଲା ବିଜେପି।

ନିକଟରେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଧଡ଼ା ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପିରେ ଯୋଗ ଦେଇଥିଲେ। ଦଳ ତାଙ୍କୁ ସୋର ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com