ଓଡ଼ିଶା

ପ୍ରଚାର ମଇଦାନରେ ପାଦ ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନିର୍ବାଚନ ପାଇଁ ଏବେ ସାରା ଓଡ଼ିଶାରେ କମ୍ପନ ସୃଷ୍ଟି ହୋଇଛି । ରାଜନୈତିକ ଦଳ ବିଜୟ ପାଇଁ ଜାରି ରଖିଛନ୍ତି ମାରାଥନ୍ ପ୍ରଚାର । ବର୍ତ୍ତମାନ ଏହି ପ୍ରଚାର ମଇଦାନରେ ପାଦ ଦେବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆସନ୍ତା ୧୬ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ରୋଡ୍ ସୋ’ କରିବେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱରର ଗଙ୍ଗନଗର ଛକରୁ ରୂପାଲି ଛକ ପର୍ଯ୍ୟନ୍ତ ଏହି ରୋଡ୍ ସୋ’ କରିବେ ନବୀନ ପଟ୍ଟନାୟକ ।

Related Articles

Back to top button
WP Twitter Auto Publish Powered By : XYZScripts.com