ଅନ୍ତର୍ଜାତୀୟ

ସ୍କଟଲାଣ୍ଡରେ ରହୁଥିବା ବିଶିଷ୍ଟ ପିଓକେ କାର୍ଯ୍ୟକର୍ତ୍ତା ଅମଜାଦ ଆୟୁବ ମିର୍ଜା ପାକିସ୍ତାନ ଅଧିକୃତ ଜମ୍ମୁ-କଶ୍ମୀରର ରାଜଧାନୀ ମୁଜାଫରାବାଦରେ ଖରାପ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି

ସ୍କଟଲାଣ୍ଡରେ ରହୁଥିବା ବିଶିଷ୍ଟ ପିଓକେ କାର୍ଯ୍ୟକର୍ତ୍ତା ଅମଜାଦ ଆୟୁବ ମିର୍ଜା ପାକିସ୍ତାନ ଅଧିକୃତ ଜମ୍ମୁ-କଶ୍ମୀରର ରାଜଧାନୀ ମୁଜାଫରାବାଦରେ ଖରାପ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।

ପିଓକେର ସୁରକ୍ଷା ଏବେ ଭାରତ ହାତରେ ରହିଛି ବୋଲି ସେ କହିଛନ୍ତି ।ପିଓକେରେ ଏବେ ପାକିସ୍ତାନ ବିରୋଧୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ହିଂସାକାଣ୍ଡରେ ଜଣେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୯୦ରୁ ଅଧିକ ଆହତ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com