ଓଡ଼ିଶା

ପୁରୀ ସାକ୍ଷୀଗୋପାଳ ମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି

ପୁରୀ ସାକ୍ଷୀଗୋପାଳ ମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।

କିଶୋରଙ୍କ ମୁହଁ, ଓଠରେ କ୍ଷତ ହୋଇଥିବା ବେଳେ ଛାତିରେ ଗଭୀର ଆଘାତ ଲାଗିଛି।

Related Articles

Back to top button