ଓଡ଼ିଶା
ଆଗାମୀ ୩ ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିିବ
ଆଗାମୀ ୩ ଦିନ ଧରି ରାଜ୍ୟରେ ବର୍ଷା ଜାରି ରହିିବ। ୧୫ ଏବଂ ୧୬ ତାରିଖ ଉପକୂଳ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ କିଛି ଜିଲ୍ଲା ମୟୂରଭଞ୍ଜ, କେଉଁଝର, ଢେଙ୍କାନାଳରେ ବିଜୁଳି ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ସହ ରାଜ୍ୟକୁ ପୁଣି ଫେରିବ ଗ୍ରୀଷ୍ମପ୍ରବାହ। ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ନିର୍ବାଚନ ହେବାକୁ ଥିବା କିଛି ଜିଲ୍ଲାରେ ରହିବ ଗ୍ରୀଷ୍ମ ପ୍ରବାହ।