ଜାତୀୟ

ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି

ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି।

ମୁଁ ନିଜକୁ ଅସୁରକ୍ଷିତ ମନେ କରଛି। ତେଣୁ ମତେ ସୁରକ୍ଷା ଯୋଗାଇ ଦିଅନ୍ତୁ। ସୋମବାର ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ୍‌ ଆଗରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଥିଲେ।

Related Articles

Back to top button