ଓଡ଼ିଶା

ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ। ତେବେ ଏହାର ଗତିପଥ ଓ ତୀବ୍ରତା ଇତ୍ୟାଦି ଅସ୍ପଷ୍ଟ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com