ମନୋରଞ୍ଜନ

ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ

ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା ହେଉଥିଲା।

ହେଲେ ଏବେ କୁଶାଲଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟ ପରେ ସବୁକିଛି ସ୍ପଷ୍ଟ ହୋଇଛି। ଶିବାଙ୍ଗୀଙ୍କ ଜନ୍ମଦିନରେ କୁଶାଲ ନିଜର ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋଠାରୁ କ୍ୟାପଶନ୍‌ଟି ଅଧିକ ଦୃଷ୍ଟି ଆକର୍ଷଣ କରିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com