ଓଡ଼ିଶା

୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ମେ’ ୨୧ରେ ଗୃହମନ୍ତ୍ରୀ ଓଡ଼ିଶାରେ ୪ଟି ସ୍ଥାନରେ ସଭା କରିବେ । ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭା କରିବେ ଶାହ ।

ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗ ଦେବେ ଅମିତ ଶାହ । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com