ଜାତୀୟ
ଦେଶରେ ମାଟ୍ରିକ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ପ୍ରଣାଳୀରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ
ଦେଶରେ ମାଟ୍ରିକ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପରୀକ୍ଷା ପ୍ରଣାଳୀରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ । ଆସନ୍ତାବର୍ଷରୁ ମାଟ୍ରିକ ପିଲାଙ୍କ ପାଇଁ ବାର୍ଷିକ ୨ ଥର ବୋର୍ଡ ପରୀକ୍ଷା ଅନୁଷ୍ଠିତ କରିବା ନେଇ ଆଲୋଚନା ହେଉଛି ।
ଏଥିପାଇଁ ଲଜିଷ୍ଟିକ୍ସ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ ହେବ କରିପାରେ ସିବିଏସଇ । ଆସନ୍ତା ଶିକ୍ଷାବର୍ଷରୁ ସେମିଷ୍ଟର ପ୍ରଣାଳୀକୁ ଖାରଜ କରିଥିବା ସୂଚନା ମିଳିଛି ।