ଓଡ଼ିଶା

୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ

୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବ । ୨୪ରେ ଏହା ଅବପାତର ରୂପ ନେଇପାରେ ।

ଏହାର ପ୍ରଭାବ ସମୁଦ୍ର ଅଶାନ୍ତ ରହିବ । ୨୪ ଓ ୨୫ ତାରିଖର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ସେପଟେ ଆଗାମୀ ୫ ଦିନରେ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ।

Related Articles

Back to top button
WP Twitter Auto Publish Powered By : XYZScripts.com