ଓଡ଼ିଶା

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣଦର୍ଶାଅ ନୋଟିସ

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣଦର୍ଶାଅ ନୋଟିସ। ସମୀର ଦାଶ, ସୀମାରାଣୀ ନାୟକ, ରମେଶ ସାଏ ଓ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ କରାଯାଇଛି।

୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି। କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com