ଓଡ଼ିଶା

ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଆସନ୍ତା ୨୩ ତାରିଖରେ ଓଡ଼ିଶାରେ ବିଜେପିର ପ୍ରଚାର ମଙ୍ଗ ଧରିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଦିନିକିଆ ଗସ୍ତରେ ଆସି ଚିଲିକା ଓ ସାଲେପୁର କୁଳିଆରେ ନିର୍ବାଚନୀ ସଭା କରିବେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ସେହିପରି ଆସନ୍ତା ୨୩ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସେ କରଞ୍ଚିଆ, ଧାମନଗର, ବଡ଼ଚଣା ଓ ବାଲିକୁଦାରେ ପ୍ରଚାର କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com