ଅନ୍ତର୍ଜାତୀୟ

ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି

ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି। ପ୍ରତ୍ୟେକଥର ଚାଇନା ଏଥିରେ ବାଧା ସୃଷ୍ଟି କରୁଛି। କିନ୍ତୁ ଏଥର ଭାରତ ସ୍ଥାୟୀ ସଦସ୍ୟ ହେବ ସମସ୍ତ ଚେଷ୍ଟା କରୁଛି।

ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଏଭଳି ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଭାରତ ଖୁବ୍‌ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com