ଓଡ଼ିଶା

ନିର୍ମାଣ ଚାଲିଛି ମହାପ୍ରଭୁଙ୍କ ରଥ କାର୍ଯ୍ୟ

ଚଳଚଞ୍ଚଳ ହୋଇଛି ରଥଖଳା। ନିର୍ମାଣ ଚାଲିଛି ମହାପ୍ରଭୁଙ୍କ ରଥ କାର୍ଯ୍ୟ। ନୃସିଂହ ଚତୁର୍ଦ୍ଦଶୀ ଅବସରରେ ରଥ ନିର୍ମାଣ ପରମ୍ପରାର କୋଣଗୁଜ ଅନୁକୂଳ ହୋଇଥିଲା।

ଶ୍ରୀଜିଉମାନଙ୍କର ଯାତଭୋଗ ସରିବା ପରେ ତୁଳସୀ ମାଳ ଓ ଫଳକ ଅନାବରଣ କରି ରୂପକାର ସେବକମାନେ ଗୁଜ ଅନୁକୂଳ କରିଛନ୍ତି। ରୂପକାର ସେବକମାନେ ଧଉରା ଓ ଅସନ କାଠରେ ଗୁଜ ନିର୍ମାଣର ଶୁଭାରମ୍ଭ କରିଛନ୍ତି। ଗୁଜ ଜଳଯନ୍ତ୍ର ଓ ଗୁଡୁକା ଆଦି ତିଆରି ହେବା ପରେ ରୂପକାରମାନେ ଗୁଜରେ ନୃସିଂହଙ୍କ ମୂର୍ତ୍ତି ନିର୍ମାଣ ଆରମ୍ଭ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com