ଓଡ଼ିଶା
ଏଣିକି ଆଉ ଡ୍ରାଇଭିଂ ଲାଇସେନ୍ସ ପାଇଁ ଅପେକ୍ଷା କରିବାକୁ ପଡ଼ିବନି
ଏଣିକି ଆଉ ଡ୍ରାଇଭିଂ ଲାଇସେନ୍ସ ପାଇଁ ଅପେକ୍ଷା କରିବାକୁ ପଡ଼ିବନି। ସଡ଼କ ଓ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଜୁନ ୧ରୁ ନୂଆ ନିୟମ ଲାଗୁ ହେବାକୁ ଯାଉଛି।
ଏହି ନିୟମ ଅନୁସାରେ, ସରକାରଙ୍କ ଦ୍ୱାରା ଅନୁମୋଦିତ ଘରୋଇ ଡ୍ରାଇଭିଂ ଟ୍ରେନିଂ ସେଣ୍ଟରରେ ଡ୍ରାଇଭିଂ ଟେଷ୍ଟ ଦେଇପାରିବେ। ଜୁନ ୧ ରୁ ଆବେଦନକାରୀମାନେ ଆରଟିଓ ବଦଳରେ ସରକାରଙ୍କ ଦ୍ୱାରା ଅନୁମୋଦିତ ଘରୋଇ ଡ୍ରାଇଭିଂ ଟ୍ରେନିଂ ସେଣ୍ଟରରେ ଡ୍ରାଇଭିଂ ଟେଷ୍ଟ ଦେଇପାରିବେ।