ଜାତୀୟ

ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା

ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ ।

ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com