ଶିକ୍ଷା

ମାଟ୍ରିକ ପ୍ରଶ୍ନପତ୍ର ଲିକ କିମ୍ବା ଭାଇରାଲ ହେଲେ ସମ୍ପୃକ୍ତ ସ୍କୁଲ ପ୍ରଧାନଶିକ୍ଷକ ହିଁ ଦାୟୀ ରହିବେ

ମାଟ୍ରିକ ପ୍ରଶ୍ନପତ୍ର ଲିକ କିମ୍ବା ଭାଇରାଲ ହେଲେ ସମ୍ପୃକ୍ତ ସ୍କୁଲ ପ୍ରଧାନଶିକ୍ଷକ ହିଁ ଦାୟୀ ରହିବେ। ଏପରି ଅନେକ କିଛି ସଂସ୍କାର ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପଞ୍ଚମ ବ୍ଲକ ସ୍ତରୀୟ ମାସିକ ଆଲୋଚନା କାର୍ଯ୍ୟକ୍ରମରେ ଅବଗତ କରିବା ସହ ଏକ ଲେଖା ବି ପ୍ରକାଶ ପାଇଛି।

ଦିନ କେଇଟା ପରେ ମାଟ୍ରିକ୍ ପରୀକ୍ଷା ତା’ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି।

Related Articles

Back to top button