Breaking NewsFeaturedଅନ୍ୟାନ୍ୟ

୨୬ରେ ପରବର୍ତ୍ତୀ ଶୁଣାଣି

ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି।

ଗତ ୧୮ ତାରିଖରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ବ୍ୟକ୍ତିଗତ ହାଜିରାରୁ ବାଦ୍‌ ଦେବା ପାଇଁ ସିଆର୍‌ପିସି ୨୦୫ ଓ ପ୍ରତିପକ୍ଷଙ୍କ ପକ୍ଷରୁ ୨୧୦ ପିଟିଶନ ଆଧାରରେ ମୂଳ କେଶ ସହ ତାଙ୍କ ନାମ ଯୋଡ଼ିବାକୁ ଆବେଦନ କରାଯାଇଥିଲା।

Related Articles

Back to top button